ମେଡିକାଲ ଉଇକିପିଡିଆ (ଅଫଲାଇନ)

+5K‏
הורדות
סיווג תוכן
PEGI 3
צילום מסך
צילום מסך
צילום מסך
צילום מסך
צילום מסך
צילום מסך
צילום מסך
צילום מסך
צילום מסך
צילום מסך

מידע על האפליקציה הזו

ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ. ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ), ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି. ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ / ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ. ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ. ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି.

ଏହା କେଆଇଡବ୍ଲ୍ୟୁଏକ୍ସ (kiwix http://www.kiwix.org/) ଦ୍ଵାରା ସଞ୍ଚାଳିତ. (Powered by kiwix http://www.kiwix.org/)
עדכון אחרון בתאריך
29 בדצמ׳ 2023

אבטחת נתונים

כדי לשמור על הבטיחות צריך קודם כל להבין איך המפתחים אוספים ומשתפים את הנתונים שלך. נוהלי פרטיות הנתונים ואבטחת הנתונים עשויים להשתנות בהתאם לשימוש, לאזור ולגיל המשתמש. המפתח סיפק את המידע הזה והוא עשוי לעדכן אותו מדי פעם.

תמיכה באפליקציה

מידע על מפתחי האפליקציה
Association Kiwix
Avenue des Acacias 7 1006 Lausanne Switzerland
+41 79 767 03 98

‫עוד מבית Kiwix Team‎